Tag Archives: rape a minor girl

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ ଅଟକ ରଖିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା ନମ୍ବର ୨୪୦/୨୬ ରୁଜୁ ହୋଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଜମନକିରା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଶାସନ…

ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…

କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ ୨୦,୦୦୦ ଟଙ୍କା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।…

ନାବାଳିକା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର

କୁଜଙ୍ଗ, ୧୭।୧୦ (ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ସମ୍ପର୍କୀୟା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏନେଇ ପୀଡ଼ିତାଙ୍କ ମା’ ବୁଧବାର ଥାନାରେ ଅଭିଯୋଗ କରିବା ପରେ ଗୁରୁବାର ପୋଲିସ ମାମଲା (ନଂ. ୩୭୮/୨୫ )…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ୍‌

ବରଗଡ଼,୧୯ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି ।…

ନାବାଳିକା ଅପହରଣକାରୀଙ୍କୁ ଦୁଇବର୍ଷ ଜେଲ୍ 

କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ସୋମବାର ଏକ ୧୬ ବର୍ଷ ବୟସ୍କା ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ ଅଭିମନ୍ୟୁ…

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ…

ନାବାଳିକାଙ୍କୁ ବଳାତ୍କାର କରି ୨ ବର୍ଷ ପରେ ଜେଲ୍‌ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୨୦ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେଲା ଫେରାର ଥିବା ଅଭିଯୁକ୍ତ ଶିବ ଗୌଡ଼ଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି ବୁଧବାର ବ୍ରହ୍ମପୁର…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍‌ଦଣ୍ଡ ଭୋଗିବେ ଅଭିଯୁକ୍ତ

ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?