ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ ପ୍ରଧାନ (୨୩)ଙ୍କୁ ଗିରଫ କରିଛି। ସୂଚନାନୁଯାୟୀ, ଲିପୁନ ୪ ବର୍ଷ ହେଲା ସଂପୃକ୍ତ…