ଶୌଚ ପାଇଁ ବାହାରକୁ ଯାଇଥିବା ନାବାଳିକା ୧୦ ଜଣଙ୍କ ଦ୍ୱାରା ଗଣବଳାତ୍କାର ଶିକାର ରାଞ୍ଚି, ୮ା୬: ଝାଡ଼ଖଣ୍ଡର ଗୋଡ଼ଡା ଜିଲାରେ ଜଣେ ୧୭ ବର୍ଷୀୟ ଆଦିବାସୀ ନାବାଳିକା ଶୌଚ ପାଇଁ ଯାଇଥିବା ବେଳେ ୧୦ ଜଣ ପୁରୁଷ ଦ୍ୱାରା ଗଣବଳାତ୍କାର ଶିକାରହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସୁନ୍ଦର ପାହାଡ଼ୀ ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣା…