Tag Archives: rape

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ ହେବାକୁ ଯାଇଥିବା ସମୟରେ ସାନ ଭଉଣୀକୁ ଅଭିଯୁକ୍ତମାନେ ନେଇ ଗଣବଳାତ୍କାର ହୋଇଥିବା…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ନାବାଳିକା ଆଟେଣ୍ଡାଣ୍ଟ (ସହଯୋଗୀ)ଙ୍କୁ ବଳାତ୍କାର କରାଯାଇଥିବା ନେଇ ସାଂଘାତିକ…

ସମ୍ପର୍କରେ କଳଙ୍କ, ଝିଆରୀଙ୍କୁ ବଳାତ୍କାର କରି କାକା ଗିରଫ

ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଝିଆରୀକୁ ବଳାତ୍କାର ଅଭିଯୋଗରେ କାକା ଗିରଫ । ଏଭଳି ଏକ ଅଭାବନୀୟ ତଥା କୁତ୍ସିତ ଘଟଣା ଘଟିଛି ଦେବଗଡ ଜିଲାର ବାରକୋଟ ଥାନା ଅଂଚଳରେ । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାରକୋଟ ଥାନା ଅନ୍ତର୍ଗତ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଥମେ ଭୂତ-ପ୍ରେତ ଭୟ ଦେଖାଇ ମହିଳାଙ୍କୁ ଫସାଇଦେଇଥିଲେ ଏବଂ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ ଅନ୍ୟ ୨ ଜଣଙ୍କ ସହ ଖେଳିବା ପାଇଁ ଶନିବାର ସନ୍ଧ୍ୟାରେ ଘରୁ ବାହାରି…

ଚା’ର ପ୍ରଲୋଭନ ଦେଖାଇ ଜଙ୍ଗଲକୁ ନେଇଗଲେ, ୧୦ ବର୍ଷର ଝିଅକୁ ବଳାତ୍କାର କରି…

ନୂଆଦିଲ୍ଲୀ,୨୩।୧: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୦ ବର୍ଷର ଝିଅକୁ ଚା’ର ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। କେନ୍ଦ୍ରୀୟ ଦିଲ୍ଲୀର ପ୍ରସାଦ ନଗର ପୋଲିସ ଷ୍ଟେସନ ୧୨ ଘଣ୍ଟା…

ଶିଶୁକୁ ବି ଛାଡିଲେନି….୫ ବର୍ଷର ଶିଶୁଙ୍କୁ ସରପଞ୍ଚଙ୍କ ଯୌନ ନିର୍ଯାତନା, ମାଡ଼ ମାରି….

ନୂଆଦିଲ୍ଲୀ,୧୪।୧: ତେଲେଙ୍ଗାନାର ୟଦାଦ୍ରି ଭୁବନଗିରି ଜିଲ୍ଲାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି ।ଭୁବନଗିରି ମଣ୍ଡଳର ପେଞ୍ଚଲାପାଡୁ ଗାଁରେ, ସମାଜର ରକ୍ଷକ ଭାବରେ ବିବେଚିତ ପୂର୍ବତନ ସରପଞ୍ଚ ଏଲାୟା ଭକ୍ଷକ ସାଜିଛନ୍ତି । ଅଭିଯୁକ୍ତ ଏଲାୟାଙ୍କ ବିରୁଦ୍ଧରେ ଜଣେ ୫ ବର୍ଷର…

ଛାତି ଥରାଇଦେବ କାହାଣୀ; ନିଜ ଝିଅକୁ ଗଣବଳାତ୍କାର କରାଇଲେ ମାଆ, ଧର୍ମ ପରିବର୍ତ୍ତନ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ମୋରାଦାବାଦରୁ ସମ୍ପର୍କକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି । ମାଜୋଲା ଥାନା ଅଞ୍ଚଳରେ, ଜଣେ ନାବାଳିକା ଝିଅ ତାଙ୍କ ନିଜ ମାଆ, ଜଣେ ଯୁବକଙ୍କ ସମେତ ଛଅ ଜଣଙ୍କ ଉପରେ ଗଣବଳାତ୍କାର ଏବଂ ଧର୍ମ…

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ଲାଞ୍ଜିଗଡ ପୋଲିସ। ଅଭିଯୁକ୍ତ ଜଣକ ଲାଞ୍ଜିଗଡ଼ ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?