Tag Archives: rape

ବାପା  ଟଙ୍କା ପଠାଇଛନ୍ତି ଚପଲ କିଣିବା  କହି ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ଫୋନ୍‌ ଟ୍ରାକ୍‌ କରି…

ଦାରିଙ୍ଗବାଡି,୨୧।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରାଇଛି । ସେଠାରେ ଜାମିନ ନାମାଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ…

ଗାଈକୁ ବଳାତ୍କାର କଲେ ଯୁବକ, ମାଲିକ ପହଞ୍ଚି ଯିବାରୁ…

ବାସୁଦେବପୁର,୨୦ା୧୦(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ଗ୍ରାମରେ ଗୋ’ମାତାଙ୍କୁ ବଳାତ୍କାର କରି ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ବାସୁଦେପୁର ପୌରାଞ୍ଚଳ ଅଧୀନ ଶାବରପୁରର ସେକ୍‌ ରାଜନ(୨୦)। ବିଦେଇପୁର ଅଞ୍ଚଳର ଏକ ଓ୍ବେଲ୍‌ଡିଂ ଦୋକାନରେ ସେ…

ବ୍ରିଟେନରେ ଶିଖ ଯୁବତୀଙ୍କୁ ବଳାତ୍କାର, ଅଭିଯୁକ୍ତ କହିଲେ…

ବ୍ରିଟେନ,୧୩।୯: ୟୁକେର ଓଲ୍ଡବରୀ ସହରରେ ଦୁଇଜଣ ବ୍ୟକ୍ତି ଶିଖ ସମ୍ପ୍ରଦାୟର ଜଣେ ୨୦ ବର୍ଷୀୟ ଯୁବତୀଙ୍କୁ ବଳାତ୍କାର କରିଥିଲେ। ଏହା ସହିତ, ଉଭୟ ଆକ୍ରମଣକାରୀ ମଧ୍ୟ ସେହି ଯୁବତୀଙ୍କୁ ସେମାନଙ୍କର ଜାତିଗତ ମନ୍ତବ୍ୟର ଶିକାର କରିଥିଲେ। ଆକ୍ରମଣକାରୀମାନେ ଯୁବତୀଙ୍କୁ ତାଙ୍କ ଦେଶକୁ…

ରାଜ୍ୟରେ ଅସୁରକ୍ଷିତ ମହିଳା, ଏହି ଜିଲାରେ ବଳାତ୍କାର ପରେ ବିଷ ପିଆଇ ଯୁବତୀଙ୍କୁ ହତ୍ୟା!

ନବରଙ୍ଗପୁର,୩।୮: ନବରଙ୍ଗପୁର ଜିଲାର କୋଷାଗୁମୁଡ଼ା ଥାନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କ ମୃତଦେହ ତାଙ୍କ ଘରଠାରୁ ଅଳ୍ପ ଦୂରରେ ଥିବା ପାଖ ପଡ଼ିଆରୁ ଉଦ୍ଧାର କରାଯାଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଯୁବତୀଙ୍କୁ ବଳାତ୍କାର ପରେ…

ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ବଳାତ୍କାର ପୀଡ଼ିତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ପ୍ରେଗ୍‌ନାନ୍ସି ଟେଷ୍ଟ ବାଧ୍ୟତାମୂଳକ

ଭୋପାଳ,୨୯ା୬: ବଳାତ୍କାର ପୀଡ଼ିତାଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ। ବଳାତ୍କାରର ଅଭିଯୋଗ ପାଇବା ପରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ସମୟରେ ପ୍ରେଗ୍‌ନାନ୍ସି ଟେଷ୍ଟ୍‌ ମଧ୍ୟ ବାଧ୍ୟତାମୂଳକ ଭାବରେ କରାଯିବା ଉଚିତ। ଏପରି ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ମଧ୍ୟପ୍ରଦେଶ…

ଶୌଚ ପାଇଁ ବାହାରକୁ ଯାଇଥିବା ନାବାଳିକା ୧୦ ଜଣଙ୍କ ଦ୍ୱାରା ଗଣବଳାତ୍କାର ଶିକାର

ରାଞ୍ଚି, ୮ା୬: ଝାଡ଼ଖଣ୍ଡର ଗୋଡ଼ଡା ଜିଲାରେ ଜଣେ ୧୭ ବର୍ଷୀୟ ଆଦିବାସୀ ନାବାଳିକା ଶୌଚ ପାଇଁ ଯାଇଥିବା ବେଳେ ୧୦ ଜଣ ପୁରୁଷ ଦ୍ୱାରା ଗଣବଳାତ୍କାର ଶିକାରହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସୁନ୍ଦର ପାହାଡ଼ୀ ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣା…

ପିଡିଏସ୍‌ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି…

ଲୋଇସିଂହା,୭ା୧୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ ଯାଇ ଜଣେ ସରକାରୀ କର୍ମଚାରୀ ପୂର୍ବରୁ ରଖିଥିବା ଏକ ଅନ୍ତରଙ୍ଗ ମୁର୍ହୂତ୍ତର ଭିଡିଓ ଭାଇରାଲ…

ବ୍ୟସ୍ତବହୁଳ ସଡ଼କରେ ଯୁବତୀଙ୍କୁ ବଳାତ୍କାର: ଭିଡିଓ ଶୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରତ୍ୟେକ୍ଷଦର୍ଶୀ

ନୂଆଦିଲ୍ଲୀ,୬।୯: ମଧ୍ୟପ୍ରଦେଶରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ବ୍ୟସ୍ତବହୁଳ ସଡ଼କରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ଏଭଳି ଅସାମାଜିକ ଘଟଣାର ବିରୋଧ କରିବା ପରିବର୍ତ୍ତେ ରାସ୍ତାରେ ଯାଉଥିବା ଲୋକେ ଭିଡିଓ ସୁଟିଂ କରି…

ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…

କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି,…

ସ୍କୁଲରୁ ଫେରିବା ସମୟରେ ନାବାଳିକାଙ୍କୁ ବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା

କଟକ,୩୧ା୧(କାର୍ତ୍ତିକ ସାହୁ): ମାଲଗୋଦାମ ଥାନା ଅଞ୍ଚଳର ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା ଏବେ ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢ଼େଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ କୁମାର…

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?