ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର କରିଥିଲେ, ଯାହା ଫଳରେ ସେ ଗର୍ଭବତୀ ହୋଇଥିଲେ। ବିଜୟୱାଡାର POCSO କୋର୍ଟ ଏହି…