‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ ଧରି ଜଣେ ମହିଳାଙ୍କୁ ବଳାତ୍କାର ଏବଂ ବ୍ଲାକମେଲ କରିବାର ଅଭିଯୋଗ ରହିଛି। ଅଭିଯୁକ୍ତ…