ବିରଳରୁ ବିରଳ: ୭ ମାସର ଶିଶୁକୁ ବଳାତ୍କାର, ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ
କୋଲକାତା,୧୯।୨: ଏକ ଐତିହାସିକ ନିଷ୍ପତ୍ତିରେ, କୋଲକାତାର ଏକ ସ୍ୱତନ୍ତ୍ର କୋର୍ଟ ସାତ ମାସର ଶିଶୁକନ୍ୟାକୁ ନିର୍ମମ ଭାବରେ ବଳାତ୍କାର କରିବା ଅଭିଯୋଗରେ ରାଜୀବ ଘୋଷଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏହି ଅପରାଧକୁ “ବିରଳରୁ ବିରଳ” ଘୋଷଣା କରି, କୋର୍ଟ ପୀଡିତାଙ୍କ ପରିବାରକୁ...


