ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…