ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା ଗ୍ରାମରେ ଅନୁଷ୍ଠିତ ବିବାହ ଭୋଜିରେ ଯୋଗ ଦେଇ ୪୧ ବର୍ଷୀୟ ଲଳିତ ସିଂ…