Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି ଆସିଛନ୍ତି । ସମ୍ପ୍ରତି ଗୁଜବ ପ୍ରଚାରିତ ହୋଇଥିଲା ଯେ ରଶ୍ମିକା ଏବଂ ବିଜୟ ଗୁପ୍ତ…