Tag Archives: rashiphala

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ ଶାରଦୀୟ ନବରାତ୍ରି ଆରମ୍ଭ ହେବ ବୋଲି ଦିଆଯାଇଥିବା ଜ୍ୟୋତିଷୀୟ ତଥ୍ୟରେ ଉଲ୍ଲେଖ ରହିଛି।…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ ମତ। ଜ୍ୟୋତିଷୀୟ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୯ ତାରିଖରେ ଶନି ଉତ୍ତରଭାଦ୍ରପଦ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି ପରିବର୍ତ୍ତନ କରନ୍ତି। ଏହି ଗ୍ରହ ଚଳନର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ।…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ ଗଠନ ହେବ ବୋଲି ଜ୍ୟୋତିଷୀୟ ମତ ରହିଛି। ଏହି ଯୋଗକୁ ଜ୍ୟୋତିଷରେ ଚ୍ୟାଲେଞ୍ଜିଂ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ ପକାଏ ବୋଲି ଜ୍ୟୋତିଷୀୟ ମାନ୍ୟତା ରହିଛି। ୨୦୨୬ ଅକ୍ଟୋବର ମାସରେ ମଧ୍ୟ ଶନି…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ ଅବସ୍ଥାନ କରୁଥିବାରୁ ସୂର୍ଯ୍ୟ, ଶୁକ୍ର ଓ ବୁଧଙ୍କ ଯୁତି ଗଠିତ ହେବ। ଏହି…

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’ ଦୁର୍ଗାଙ୍କ ନବରୂପଙ୍କୁ ପୂଜା କରିବା ସହ ଉପବାସ, ଜପ, ପାଠ ଓ ବିଭିନ୍ନ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ ଉପରେ ଶୁଭ ହୋଇପାରେ। ବିଶେଷ କରି କର୍କଟ, ସିଂହ, ବିଛା ଓ ମକର…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର ଦୃଷ୍ଟି ଯୋଗ’ ଗଠନ ହେବ। ଜ୍ୟୋତିଷ ମତରେ ଏହି ଯୋଗ ୪ଟି ରାଶି…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର ପ୍ରଥମ ପାଦରେ ଗୋଚର କରିବେ। ବର୍ତ୍ତମାନ କେତୁ ସିଂହ ରାଶିରେ ଅବସ୍ଥିତ ଅଛନ୍ତି।…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ ରହିବେ। ଜ୍ୟୋତିଷ ଶାସ୍ତ୍ରରେ ଏହି ଦୁଇ ଗ୍ରହଙ୍କ ଯୁତିକୁ ଚନ୍ଦ୍ର-ମଙ୍ଗଳ ଯୋଗ କୁହାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?