Tag Archives: Rashmika Mandanna

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ କଥା କହିଛନ୍ତି। ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ବାଙ୍ଗାଙ୍କ ଭାଇ ପ୍ରଣୟ ବାଙ୍ଗାଙ୍କ ଆଗାମୀ…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି। ରଶ୍ମିକାଙ୍କ ମା’ ସୁମନ ମନ୍ଦାନାଙ୍କର ଏକ ପୁରୁଣା ଅଡିଓ କ୍ଲିପ୍ ସୋସିଆଲ ମିଡିଆରେ…

କୋହଲିଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ରଶ୍ମିକା ମନ୍ଦାନା, ଫ୍ୟାନ ଫଲୋଇଙ୍ଗରେ ପଛରେ ପକାଇଲେ…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ କରିଛନ୍ତି। ଫେବୃଆରୀ ୨୬ ତାରିଖରେ ଏହି ଦମ୍ପତି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ, ଏବଂ ପ୍ରଥମ ବିବାହ ପୋଷ୍ଟ ପ୍ରକାଶ ପାଇବା ମାତ୍ରେ ପ୍ରଶଂସକମାନେ ବହୁତ ଖୁସି ହୋଇଥିଲେ। ରଶ୍ମିକା ଏବଂ…

ଆଜି ରଶ୍ମିକା-ବିଜୟଙ୍କ ପଡିବ ହାତଗଣ୍ଠି: ଏହି ଖାସ୍‌ ‘ଥିମ୍‌’ ସହିତ କରିବେ ବିବାହ

ମୁମ୍ବାଇ: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଆଜି ଉଦୟପୁରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କପଲ ସେମାନଙ୍କର ତେଲୁଗୁ ଏବଂ କୋଡାଭା ମୂଳକୁ ସମ୍ମାନ ଜଣାଇ ଦୁଇଟି ସମାରୋହ କରିବେ। ସଦ୍ୟତମ ରିପୋର୍ଟ ଅନୁସାରେ, ଏହି…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ ତାରିଖକୁ ନେଇ ସସପେନ୍ସ ଜାରି ରହିଛି । ସେମାନେ ଦୁହେଁ ସେମାନଙ୍କ ଜୀବନର…

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି ଆସିଛନ୍ତି । ସମ୍ପ୍ରତି ଗୁଜବ ପ୍ରଚାରିତ ହୋଇଥିଲା ଯେ ରଶ୍ମିକା ଏବଂ ବିଜୟ ଗୁପ୍ତ…

ରାଜସ୍ଥାନରେ ବାହାଘର

ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଯୋଡ଼ି ଅଭିନେତା ରଶ୍ମିକା ମନ୍ଦନା ଓ ବିଜୟ ଦେବରକୋଣ୍ଡା ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଏହି ଦମ୍ପତି ରାଜସ୍ଥାନର ଉଦୟପୁରଠାରେ ୨୦୨୬ ମସିହା ଫେବୃଆରୀ ୨୬ ତାରିଖରେ…

ବିଜୟ ଦେବରକୋଣ୍ଡାଙ୍କ ସହ ନିର୍ବନ୍ଧ ଚର୍ଚ୍ଚାକୁ ନିଶ୍ଚିତ କଲେ ରଶ୍ମିକା: କହିଲେ- “ସମସ୍ତେ ଜାଣିଛନ୍ତି”

ହାଇଦ୍ରାବାଦ: ଦୀର୍ଘ ଦିନରୁ ଚାଲିଥିବା ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ପ୍ରେମ ସମ୍ପର୍କ ଓ ନିର୍ବନ୍ଧକୁ ନେଇ ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। ନିଜର ଆଗାମୀ ଫିଲ୍ମ ‘ଥମ୍ମା’ର ପ୍ରମୋସନ ସମୟରେ ରଶ୍ମିକାଙ୍କର ଏକ ଉତ୍ତର ଏହି…

ବିଜୟଙ୍କ ପୂର୍ବରୁ ଏହି ଅଭିନେତାଙ୍କ ସହ ନିର୍ବନ୍ଧ କରିଥିଲେ ରଶ୍ମିକା! ହେଲେ ଭାଙ୍ଗିଯାଇଥିଲା ବିବାହ, ଜାଣନ୍ତୁ କାହିଁକି

ମୁମ୍ବାଇ: ବର୍ତ୍ତମାନ, ଫିଲ୍ମ ମହଲରେ କେବଳ ଗୋଟିଏ ଚର୍ଚ୍ଚା। ତାହା ହେଉଛି ବିଜୟ ଦେବରକୋଣ୍ଡା-ରଶ୍ମିକା ମନ୍ଦାନାଙ୍କ ଗୁପ୍ତ ନିର୍ବନ୍ଧ। ଯଦିଓ ବହୁତ ଦିନ ଧରି ଏହି ଦୁଇଜଣ ଡେଟ୍ କରୁଥିବାର ଚର୍ଚ୍ଚା ହେଉଛି, କିନ୍ତୁ ସେମାନଙ୍କ ବର୍ତ୍ତମାନ ନିର୍ବନ୍ଧ ହୋଇଥିବା ଖବର…

ମାତୃଭାଷାକୁ ଅନାଦର କରୁଛନ୍ତି ରଶ୍ମିକା, ପାନେ ଦେବାକୁ କହିଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ, ୩।୩: କେନ୍ଦ୍ରମନ୍ତ୍ରୀ ରବି ଗାନିଗା ବେଙ୍ଗାଲୁରୁ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଯୋଗଦେବାକୁ ମନା କରିବା ଅଭିଯୋଗରେ ଅଭିନେତା ରଶ୍ମିକା ମନ୍ଧାନାଙ୍କୁ ସମାଲୋଚନା କରିଛନ୍ତି। କର୍ଣ୍ଣାଟକର ମାନ୍ଧ୍ୟା ନିର୍ବାଚନମଣ୍ଡଳୀର ବିଧାୟକ ପଚାରିଥିଲେ ଯେ ସେ ଯେଉଁ ଶିଳ୍ପରୁ ତାଙ୍କ କ୍ୟାରିଅର ଆରମ୍ଭ…

ଅଭିନୟଜଗତକୁ ବାଏ ବାଏ କରିଦେବେ ରଶ୍ମିକା ମନ୍ଦାନା!

ମୁମ୍ବାଇ: ଆଉ ଅଭିନୟ କରିବାକୁ ଇଚ୍ଛା ନାହିଁ। ଅବସର ନେବାକୁ ପ୍ରସ୍ତୁତ। କିଛି ଏଭଳି କହି ଚର୍ଚ୍ଚାରେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା। ଗୋଟିଏ ପଟେ ପ୍ରଶଂସକମାନେ ତାଙ୍କୁ ପରଦାରେ ଦେଖିବାକୁ ବ୍ୟାକୁଳ ଥିବା ବେଳେ ସେ ଏଭଳି ବୟାନକୁ…

‘ପୁଷ୍ପା ୨: ଦି ରୁଲ୍‌’ର ୨ୟ ଗୀତ ଅଙ୍ଗାରୋ ରିଲିଜ୍‌

ମୁମ୍ବାଇ: ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ହେଉଛି ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ରମାନଙ୍କ ମଧ୍ୟରୁ ଅନ୍ୟତମ। ପ୍ରଶଂସକଙ୍କ ମଧ୍ୟରେ ଧୀରେ ଧୀରେ ଏହି ଫିଲ୍ମକୁ ନେଇ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?