BMC Results 2026:ଭାଜପାର ବିଜୟ ପରେ ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କରୁଛି ରସମଲାଇ ମୁମ୍ବାଇ,୧୬।୧: ମହାରାଷ୍ଟ୍ର ପୌର ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ, ‘ରସମଲାଇ’ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ନିର୍ବାଚନ ପ୍ରଚାର ସମୟରେ ତାମିଲନାଡୁ ଭାଜପା ନେତା ଆନ୍ନାମଲାଇ ଏବଂ ଏମଏନଏସ ମୁଖ୍ୟ ରାଜ ଠାକରେଙ୍କ ମଧ୍ୟରେ...