ବରଗଡ଼ରେ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇଦେବା ଲକ୍ଷ୍ୟରେ ଆସନ୍ତା ମେ’ ୧୦ ତାରିଖରେ ବରଗଡ଼ ଜିଲାରେ ଅନୁଷ୍ଠିତ ହେବାକୁ ଯାଉଛି ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ। ଏହା ବରଗଡ଼ କୋର୍ଟ ସମେତ ପଦ୍ମପୁର, ସୋହେଲା, ବରପାଲି, ଭେଡେନ, ଅତାବିରା…


