ଥରେ ନୁହେଁ ୪ ଥର ପ୍ରେମରେ ପଡିଥିଲେ ରତନ ଟାଟା, କିନ୍ତୁ… ନୂଆଦିଲ୍ଲୀ,୧୦।୧୦: ଶିଳ୍ପ ଜଗତରେ ରତନ ଟାଟା ଏକ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି। ୮୬ ବୟସରେ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ସବୁଠାରୁ ବଡ଼ ଉଦ୍ୟୋଗପତି ଓ ଦାନବୀର। ଅକ୍ଟୋବର ୯ତାରିଖ ରାତିରେ ସେ ସମସ୍ତଙ୍କୁ ଶୋକ ସମୁଦ୍ରରେ ଭସାଇ ଆରପାରିକୁ…