Tag Archives: Ratan Tata

ଅଧୁରା ରହିଗଲା ରତନ ଟାଟାଙ୍କ ସ୍ବପ୍ନ: କରିବାକୁ ଚାହୁଁଥିଲେ ଏହି କାମ

‘ଟାଟା’କୁ ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ କରିଥିବା ରତନ ଟାଟା ଆଜି ନାହାନ୍ତି ସତ କିନ୍ତୁ ତାଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଚିନ୍ତାଧାରାରୁ ଜନ୍ମିତ ଅନେକ କମ୍ପାନୀ ଏବଂ ଉତ୍ପାଦ ଲୋକଙ୍କ ଜୀବନର ଏକ ଅଂଶ। ଟିସିଏସ ଭଳି ଏକ ବିଶ୍ୱସ୍ତରୀୟ କମ୍ପାନୀ ନିର୍ମାଣ କରିବା,…

ଆଜି ଆସିବ ବଡ଼ ନିଷ୍ପତ୍ତି: ଟାଟା ଟ୍ରଷ୍ଟର ଚେୟାରମ୍ୟାନ ହେବେ…

ମୁମ୍ବାଇ,୧୧ା୧୦: ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ଦେହାନ୍ତ ପରେ କିଏ ଏହି ଟ୍ରଷ୍ଟର ଚେୟାରମ୍ୟାନ୍‌ ହେବେ ସେନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ନୋଏଲ ଟାଟା ଟାଟା ଟ୍ରଷ୍ଟର ନୂତନ ଚେୟାରମ୍ୟାନ ହୋଇପାରନ୍ତି। ସେ ଏହି ରେସରେ…

କିଏ ସେ ଶାନ୍ତନୁ ନାଇଡୁ? ମାତ୍ର ୩୧ ବର୍ଷରେ ପାଲଟିଥିଲେ ରତନ ଟାଟାଙ୍କ ବନ୍ଧୁ, ଅନ୍ତିମ ଯାତ୍ରାରେ ଆଗରେ ରହି ଦେଲେ ବିଦାୟ…

ନୂଆଦିଲ୍ଲୀ,୧୧।୧୦: ପ୍ରତ୍ୟେକଙ୍କ ଜୀବନରେ ଏକ ଅଦେଖା ଖାଲିପଣ ଥାଏ, ଯାହାକୁ ବନ୍ଧୁଟିଏ ପୂର୍ଣ୍ଣ କରିଥାଏ। ସେଥିଲାଗି କୁହାଯାଏ ବନ୍ଧୁ ହେବା ପାଇଁ କୌଣସି ବୟସ ନ ଥାଏ। ଠିକ୍‌ ସେହିଭଳି ସମ୍ପର୍କ ବିଶିଷ୍ଟ ଶିଳ୍ପପତି ରତନ ଟାଟା ଜଣେ ୩୧ ବର୍ଷର…

ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା

ମୁମ୍ବାଇ,୧୦ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର…

ଏହି ଗୋଟିଏ ମାତ୍ର ଫିଲ୍ମର ପ୍ରଯୋଜକ ଥିଲେ ରତନ ଟାଟା, ଅଭିନୟ କରିଥିଲେ ଅମିତାଭ ବଚ୍ଚନ

ମୁମ୍ବାଇ,୧୦ା୧୦: ଜଣେ ଶିଳ୍ପପତି ହେବା ବ୍ୟତୀତ ରତନ ଟାଟା ମଧ୍ୟ ଜଣେ ଫିଲ୍ମପ୍ରେମୀ ଥିଲେ। ୨୦୦୪ରେ ରତନ ଟାଟା ଏକ ବଲିଉଡ୍‌ ଫିଲ୍ମର ପ୍ରଯୋଜନା କରିଥିଲେ। ରତନ ଟାଟା ଏହି ଫିଲ୍ମଟି ଜତିନ କୁମାରଙ୍କ ସହ ପ୍ରଯୋଜନା କରିଥିଲେ। ୧୯୯୬ରେ ହଲିଉଡ୍‌…

ରତନ ଟାଟାଙ୍କ ଶେଷ ଦର୍ଶନ ପାଇଁ ଆସିଲା ପ୍ରିୟର କୁକୁର ‘ଗୋଆ’

ମୁମ୍ବାଇ,୧୦ା୧୦: ଭାରତର ବିଶିଷ୍ଟ ଶିଳ୍ପପତି ରତନ ନାଭାଲ ଟାଟା ୮୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଛନ୍ତି। ମୃତ୍ୟୁ ପରେ ଟାଟାଙ୍କ ମୃତଦେହ ମୁମ୍ବାଇର ଏନସିପିଏ ଲନ୍ ବାହାରେ ତାଙ୍କର ଶେଷ ଦର୍ଶନ ପାଇଁ ରଖାଯାଇଥିଲା। ଏଠାରେ ରତନଙ୍କର ପ୍ରିୟ କୁକୁର ”ଗୋଆ”…

ଦେଖନ୍ତୁ ରତନ ଟାଟାଙ୍କ ଅନ୍ତିମ Video, କରୁଛି ଭାବବିହ୍ବଳ…

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ବ୍ୟବସାୟ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିବା ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ ଘଟିଛି। ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲ୍‌ରେ ସେ ବୁଧବାର ରାତି ୧୧ଟାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ରାଜନୀତି, ଖେଳ,…

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ…

ତ୍ରିରଙ୍ଗାରେ ଘୋଡ଼ାଇ ଦିଆଗଲା ରତନ ଟାଟାଙ୍କ ମରଶରୀର,ଜନସାଧାରଣଙ୍କ ଶେଷଦର୍ଶନ ପାଇଁ…

ମୁମ୍ବାଇ,୧୦ା୧୦: ଟାଟା ସନ୍ସର ଚେୟାରମ୍ୟାନ ଏବଂ ଭାରତର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନପ୍ରାପ୍ତ ପଦ୍ମଭୂଷଣ, ରତନ ଟାଟାଙ୍କ ମରଶରୀର ଦକ୍ଷିଣ ମୁମ୍ବାଇର ନ୍ୟାଶନାଲ ସେଣ୍ଟର୍‌ ଫର୍‌ ପର୍‌ଫର୍‌ମିଂ ଆର୍ଟ (ଏନ୍‌ସିପିଏ) ରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ପାଇଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ…

ଓଡ଼ିଶା ସହ ଏମିତି ଥିଲା ରତନ ଟାଟାଙ୍କ ସମ୍ପର୍କ…

ମୁମ୍ବାଇ/ଭୁବନେଶ୍ୱର,(୧୦ା୧୦): ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ…

ଥରେ ନୁହେଁ ୪ ଥର ପ୍ରେମରେ ପଡିଥିଲେ ରତନ ଟାଟା, କିନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଶିଳ୍ପ ଜଗତରେ ରତନ ଟାଟା ଏକ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି। ୮୬ ବୟସରେ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ସବୁଠାରୁ ବଡ଼ ଉଦ୍ୟୋଗପତି ଓ ଦାନବୀର। ଅକ୍ଟୋବର ୯ତାରିଖ ରାତିରେ ସେ ସମସ୍ତଙ୍କୁ ଶୋକ ସମୁଦ୍ରରେ ଭସାଇ ଆରପାରିକୁ…

୮୬ ବର୍ଷ ବୟସରେ ରତନ ଟାଟାଙ୍କ ପରଲୋକ

ମୁମ୍ବାଇ,୯ା୧୦: ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?