ପୁରୀରେ ରଥଯାତ୍ରା ପାଇଁ ଚାଲିବ ୩୬୫ଟି ସ୍ୱତନ୍ତ୍ର ଟ୍ରେନ୍; ଭକ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା ଭୁବନେଶ୍ୱର, ୨।୫: ଆସନ୍ତା ରଥଯାତ୍ରା ଉତ୍ସବ ସମୟରେ ପୁରୀକୁ ସଂଯୋଗ କରିବା ପାଇଁ ଅତି କମରେ ୩୬୫ଟି ବିଶେଷ ଟ୍ରେନ୍ ଚଳାଚଳ କରିବ। ଏହି ନଗର ସୀମା ମଧ୍ୟରେ ଭକ୍ତମାନଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା ସୁରକ୍ଷା ବ୍ୟବସ୍ଥା...