ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି ଦିବ୍ୟ ବେଶରେ ଦର୍ଶନ କରି ସହରର ଶ୍ରଦ୍ଧାଳୁମାନେ ଭାବବିହ୍ୱଳ ହୋଇପଡ଼ିଥିଲେ। ଶନିବାର ମଧ୍ୟାହ୍ନରେ…