Tag Archives: ratha yatra

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ ସହ ଜଡ଼ିତ ଏହି ପରମ୍ପରା କେବଳ ଧାର୍ମିକ ଆସ୍ଥାର ପ୍ରତୀକ ନୁହେଁ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି ଗ୍ରାମର ଅନନ୍ତ ବାରିକଙ୍କ ଘରେ ଏକ ପାଣି ଗରା ଭତରେ ସ୍ୱୟଂ ଜଗନ୍ନାଥଙ୍କ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା ଦର୍ଶନ ବନ୍ଦ ପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ଆରମ୍ଭ ହେବ। ତେବେ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।…

ମତ୍ସ୍ୟ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

ରିଷିଡ଼ା,୧୭ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ସେହିପରି ବ୍ଲକର ରିଷଡ଼ା, ଟକାରୁମାଲ, ରେଗଡ଼ା, ତେରେସିଙ୍ଗା, ଗଜବାହଲ, ରାଜପୁର ଆଦି ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ରିଷିଡ଼ା ମାଉସୀମା’ ମନ୍ଦିରଠାରେ…

ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ ମନ୍ଦିରରେ ଏହି ଯାତ୍ରା ବହୁ ଆଡ଼ମ୍ବର ସହ ପାଳନ କରାଯାଇଥିବା ବେଳେ ମହାପ୍ରଭୁଙ୍କ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର ସନ୍ଧ୍ୟାରେ ଦିଗପହଣ୍ଡି ରାଜବାଟି ପରିସରରେ ପୂଜା ପାଉଥିବା ପ୍ରଭୁ ଶ୍ରୀ ବଳଦେବ, ଶ୍ରୀ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପରିବହନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଗୁରୁତ୍ବପୂର୍ଣ୍ଣ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଦକ୍ଷିଣ ବନଖଣ୍ଡରୁ ବିପୁଳ ପରିମାଣର ରଥ…

ମାନୁନି ଇସ୍କନ, ପୁଣି ଚିଠି ଲେଖିଲେ ଗଜପତି ମହାରାଜା, ଆପତ୍ତି ଉଠାଇ…

ଭୁବନେଶ୍ୱର,୨୧।୧୦: ମାନୁନି ଇସ୍କନ। ପୁଣି ଥରେ ଗଜପତି ମହାରାଜା ଚିଠି ଲେଖିଛନ୍ତି। ଭାରତ ବାହାରେ ରଥଯାତ୍ରା ନେଇ ସହମତ ହୋଇପାରୁ ନ ଥିବା ନେଇ ଇସ୍କନ ଜଣାଇଛି। ଧାର୍ଯ୍ୟ ୯ ଦିନ ମଧ୍ୟରେ ରଥଯାତ୍ରା ନେଇ ସହମତି ହୋଇପାରୁନି ବୋଲି ଲେଖିଛି।…

ବାହୁଡ଼ା ଯାତ୍ରା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୪।୭: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ନିର୍ଦେଶ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତିକାନ୍ତିର ବହୁଳତାକୁ ଦୃଷ୍ଟିରେ ରଖି ଶୁକ୍ରବାର, ଅର୍ଥାତ୍‌ “ସନ୍ଧ୍ୟା ଦର୍ଶନ” ଦିନ ସନ୍ଧ୍ୟା ୬ ଘଟିକା ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri