Tag Archives: rathayatra

ରଥଯାତ୍ରାରେ ଜେଏସ୍‌ପି ଫାଉଣ୍ଡେଶନର ମାଗଣା ଭୋଜନ

ଭୁବନେଶ୍ୱର,୧୯।୭ (ଅଭୟ ଦାଶ): ଦେଶର ପ୍ରମୁଖ ଇସ୍ପାତ ନିର୍ମାତା ‘ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର’ ବା ଜେଏସ୍‌ପିର ସାମାଜିକ ପ୍ରତିଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର...

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି।...

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ସେ ଦୁଇହାତ...

ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ...

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri