Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ
ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ ନେଉନାହାନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ଜାଲିଆତି ରୋକିବା…
ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ ମଧ୍ୟ କାମ କରେ। ସାଧାରଣତଃ ପୂରା ପରିବାର ପାଇଁ ଗୋଟିଏ ରାସନ କାର୍ଡ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…
ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ ଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗ ତତ୍ପର…
ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…
ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବେଶ ଉପଯୋଗୀ। କଳ୍ପନା କରନ୍ତୁ ଯେ ଆପଣ…
ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ
କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ ଭତ୍ତା ମିଳିଲା ନାହିଁ। ସେ ପଞ୍ଚାୟତ…
ରାସନ ଚାଉଳକୁ ନେଇ ବଡ଼ ଅପଡେଟ୍: ବନ୍ଦ ହେବ…
ଭୁବନେଶ୍ୱର,୧।୧୧: ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ…
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି
ଭୁବନେଶ୍ୱର,୨୪।୧୦: ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫…
ଅଗଷ୍ଟ ୩୧ ସୁଦ୍ଧା ସାରି ଦିଅନ୍ତୁ ଏହି କାମ, ନ ହେଲେ ୩ମାସ ମିଳିବନି ମାଗଣା ରାସନ…
ଭୁବନେଶ୍ୱର,୨୮।୮: ଓଡ଼ିଶାର ରାସନ କାର୍ଡ ଧାରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ମାଗଣା ଚାଉଳ ଓ ଗହମ ପାଇବାକୁ ଚାହୁଁଛନ୍ତି, ତେବେ ଅଗଷ୍ଟ ୩୧ ପୂର୍ବରୁ ଇ-କେୱାଇସି (e-KYC) ପ୍ରକ୍ରିୟା ସମାପ୍ତ କରିବା ଜରୁରୀ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ,…
୫ଲକ୍ଷରୁ ଅଧିକ ଲୋକଙ୍କୁ ଆଉ ମିଳିବନି ମାଗଣା ରାଶନ, ଏହି କାରଣରୁ ତାଲିକାରୁ କଟିଲା ନାଁ
ସୀତାପୁର, ୨୨।୮: ମାଗଣା ରାଶନର ଲାଭ ପାଉଥିବା ଲୋକଙ୍କ ପାଇଁ ବଡ଼ ଖବର। ଏମାନଙ୍କର ରାସନ କାର୍ଡ଼ ତାଲିକାରୁ କଟିଯିବ ନାଁ। ପ୍ରାୟ ୫ ଲକ୍ଷ ୩୭ ହଜାର ୮୪୪ ଜଣ ରାସନ କାର୍ଡଧାରୀ ନାଁ ଲିଷ୍ଟରୁ କଟିଯିବ। ଏହା ସହିତ,…
ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ୧୮ବର୍ଷ ଯୁବପିଢି ଏହି କାମ ନ କଲେ, କଟିଯିବ ରାଶନ କାର୍ଡ!
ନୂଆଦିଲ୍ଲୀ, ୫।୮: ରାଶନ କାର୍ଡ ଧାରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। କେନ୍ଦ୍ର ସରକାର ରାଶନ କାର୍ଡ ପାଇଁ ନୂଆ ନିୟମ ଜାରି କରିଛନ୍ତି। ଏହି ନିୟମ ଅନୁଯାୟୀ, ରାଶନ କାର୍ଡ ଧାରୀଙ୍କୁ ପ୍ରତି ୫ ବର୍ଷରେ ଇ-କେୱାଇସି (e-KYC) କରିବା…
ଘରେ ଏହି ସବୁ ଜିନିଷ ଥିଲେ କଟିବ ରାଶନ କାର୍ଡ, ସରକାରଙ୍କ ଗାଇଡଲାଇନ, ଚେକ୍ କରିନିଅନ୍ତୁ…
ଭୁବନେଶ୍ୱର/ନୂଆଦିଲ୍ଲୀ,୨୭।୭: ଆଜି ମଧ୍ୟ, ଆମ ଦେଶରେ ଏପରି ଅନେକ ଲାଭଦାୟକ ଏବଂ କଲ୍ୟାଣକାରୀ ଯୋଜନା ଚାଲିଛି ଯାହା ମାଧ୍ୟମରେ ଗରିବ ଏବଂ ଗରିବ ବର୍ଗକୁ ଲାଭ ଯୋଗାଇ ଦିଆଯାଏ। କେନ୍ଦ୍ର ସରକାର ଅନେକ ଯୋଜନାରେ ଆର୍ଥିକ ସୁବିଧା ପ୍ରଦାନ କରନ୍ତି। ଯେତେବେଳେ,…
ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ: ଯୋଗାଣ ମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶ୍ୱର,୧୦।୭: ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ…

