ଦେଶ ପାଇଁ ୟୁସିସି ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାଜପାର ପ୍ରତିଶ୍ରୁତି ପତ୍ର ବା ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି। ଏଥିରେ ଅନେକ ପ୍ରକାରର ପ୍ରତିଶ୍ରୁତି ଦିଆଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...