ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର...