Tag Archives: Ratna bhandar

ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଭୁବନେଶ୍ୱର,୭ା୩: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିବାବେଳେ ଏହା ୭ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଅର୍ଥାତ୍‌ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ମରାମତି କାର୍ଯ୍ୟ ବନ୍ଦ ରହିବ। ଦୋଳାଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ମରାମତି ବନ୍ଦ...

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ,୨୩ା୮: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ...

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି

ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍‌ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ...

ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି। ଭିତରେ ୪ଟି ପଥର ଖସି ପଡ଼ିଥିବାର ଆମେ ଦେଖିବାକୁ ପାଇଲୁ। ଅଧିକ କ୍ଷୟକ୍ଷତି...

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ...

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା...

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି।...

କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍‌ଓପି ଜାରି କରିପାରନ୍ତି । ଏସ୍‌ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା...

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୯।୭: ରତ୍ନଭଣ୍ଡାର ଖୋଲିବା ନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ କମିଟି ନିଷ୍ପତ୍ତି ନେବ। କମିଟି ନିଷ୍ପତ୍ତିକୁ ପରିଚାଳନା କମିଟି ଅନୁମୋଦନ ପରେ ସରକାରଙ୍କୁ ପଠାଇବେ। ସୂଚନାଯୋଗ୍ୟ,...

ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri