Tag Archives: Ratna bhandar

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୯।୭: ରତ୍ନଭଣ୍ଡାର ଖୋଲିବା ନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ କମିଟି ନିଷ୍ପତ୍ତି ନେବ। କମିଟି ନିଷ୍ପତ୍ତିକୁ ପରିଚାଳନା କମିଟି ଅନୁମୋଦନ ପରେ ସରକାରଙ୍କୁ ପଠାଇବେ। ସୂଚନାଯୋଗ୍ୟ, ହାଇକୋର୍ଟର…

ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ ରହିଛି। ଯେବେ…

ରତ୍ନ ଭଣ୍ଡାର ନିଶ୍ଚୟ ଖୋଲିବ, ଦୋଷୀଙ୍କୁ ଦଣ୍ଡ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ…

ନିଶ୍ଚିତ ଖୋଲାଯିବ ରତ୍ନଭଣ୍ଡାର: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ବିଭାଗ ପକ୍ଷରୁ ଜଣାଇ ଦିଆଯିବ ବୋଲି…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି ଦିନେ ଦୁଇଦିନର କାମ ନୁହେଁ।…

ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍‌ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲାଯିବ ନିଷ୍ପତ୍ତି ହୋଇନି। ଜଣେ ଏଏସ୍‌ଆଇ ଅଧିକାରୀ ଏ…

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ ସହ…

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri