ରତ୍ନଭଣ୍ଡାର ଗଣତିମଣତି କରିବେ RBI ଏକ୍ସପର୍ଟ, କମିଟି ଗଠନ କରାଯାଇ…
ଭୁବନେଶ୍ୱର/ପୁରୀ,୧ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ସରକାର ଚିଠି ଲେଖିଛନ୍ତି। ଏହା ପରେ RBI ମଧ୍ୟ ୨ ଜଣ...
ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…
ଭୁବନେଶ୍ୱର,୨୦ା୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍ ସମୟରେ ମରାମତି ହୋଇ ନ ଥିଲେ ଏହା ଭୁଶୁଡ଼ି ପଡ଼ିଥାନ୍ତା। ଏବେ ଯେଉଁ ମରାମତି ହୋଇଛଇ ତାହା ଆସନ୍ତା...
ଆସିଲା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ: ଏଥିରେ ରହିଛି…
ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ...
ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି
ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ...
ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ଯାଞ୍ଚ କରି...
ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ…
ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ...
ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍ ଚାବି…
ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ...
ରତ୍ନଭଣ୍ଡାର ଖୋଲିବା ନେଇ ୧୪ ତାରିଖର ଅପୂର୍ବ ସଂଯୋଗ
ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପରିଶେଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯାଇଛି। ପୂର୍ବରୁ ଶେଷ ଥର ପାଇଁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ୧୯୮୫ ଜୁଲାଇ ୧୪ ତାରିଖରେ ଖୋଲାଯାଇଥିବା ପୁରୀ ଶ୍ରୀ...
ରତ୍ନଭଣ୍ଡାର ଚାବିକୁ ନେଇ ହଟିନି ଦ୍ୱନ୍ଦ୍ୱ
ପୁରୀ,୧୫ା୭(ଅଜିତ ମହାନ୍ତି): ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରେ ପୂର୍ବରୁ ରହିଥିବା ୩ଟି ଚାବିକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧିକୃତ ବ୍ୟକ୍ତିଙ୍କୁ ପ୍ରଦାନ କରିଥିଲେ। ତେବେ ସେହି ୩ ଚାବିରେ ରତ୍ନଭଣ୍ଡାର ତାଲା ଖୋଲି...
ରଥଯାତ୍ରା ପରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣନା, ସୂଚନା ଦେଲେ ଅରବିନ୍ଦ ପାଢ଼ୀ
ପୁରୀ,୧୪।୭: ଦୀର୍ଘ ଚାରି ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରତ୍ନଭଣ୍ଡାର ତାଲା ଖୋଲିଛନ୍ତି। କମିଟିର ୧୧ ସଦସ୍ୟ...
ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର ଖୋଲିଥିଲେ। ଏହା ପରେ ଶହ ଶହ ସଂଖ୍ୟାରେ ଚେମେଣିଆ ବାହାରକୁ ବାହାରି ଆସୁଛନ୍ତି।...
ଖୋଲିଲା ରତ୍ନଭଣ୍ଡାର
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ...
Archives


