ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ…