ପାଟଣାରେ ରାବଣ ଦହନ: ଅସତ୍ୟ ଉପରେ ସତ୍ୟର ବିଜୟ, ଖବରଦାତା-ସାମାଜିକ କର୍ମୀଙ୍କୁ ସମ୍ମାନ ପାଟଣା,୨।୧: କେନ୍ଦୁଝର ଜିଲାର ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଗୁରୁବାର ରାତିରେ ରାବଣ ପୋଡ଼ି ମହୋତ୍ସବ ଆନନ୍ଦ ଉଲ୍ଲାସର ସହିତ ଆୟୋଜିତ ହୋଇଛି। ରାବଣ ପୋଡ଼ି କମିଟିର ଅଧ୍ୟକ୍ଷ ବିଜୟ ରତ୍ନ ପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି...