ରାସ୍ତାରେ ପଢ଼ିଲେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର କଟକ,୬ା୧୧: ରାସ୍ତାରେ ପାଠ ପଢ଼ିଛନ୍ତି ରେଭେନ୍ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର। ବିଶ୍ୱବିଦ୍ୟାଳୟରେ କ୍ଲାସ ରୁମ୍ ଅସୁରକ୍ଷିତ ଦର୍ଶାଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ କଳାର ୨ୟ ବର୍ଷର ଛାତ୍ରୀଛାତ୍ର ରାସ୍ତାରେ ବସି ପଢ଼ିଛନ୍ତି। ଅଧ୍ୟାପକ ମଧ୍ୟ ରାସ୍ତାରେ ବସି ଛାତ୍ରୀଛାତ୍ରଙ୍କୁ ପଢ଼ାଇଛନ୍ତି।...