Tag Archives: Ravenshaw University

ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

କଟକ,୫ା୯: କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। କ୍ୟାମ୍ପସ୍‌ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ରେଜିଷ୍ଟ୍ରାର ଚିଠି ଲେଖିଛନ୍ତି। କାରଣ ଆନ୍ଦୋଳନ ପାଇଁ କ୍ୟାମ୍ପସ୍‌ରେ ବିଭିନ୍ନ ସଂଗଠନ ଓ ଅଣଛାତ୍ର ପ୍ରବେଶ କରୁଛନ୍ତି। ଫଳରେ କ୍ୟାମ୍ପସ୍‌ରେ ଶୈକ୍ଷିକ ବାତାବରଣ...

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ।...

Ravenshaw: କିଏ ଏହି ରେଭେନ୍ସା, କେମିତି ହୋଇଥିଲା ରେଭେନ୍ସା ବିଶ୍ୱ ବିଦ୍ୟାଳୟ, ଜାଣନ୍ତୁ ଏହା ପଛର କାହାଣୀ…

ଭୁବନେଶ୍ୱର,୩।୯: ଦେଶର ଯେଉଁକିଛି ବିଶ୍ୱ ବିଦ୍ୟାଳୟ ଅଛି ସେଥିମଧ୍ୟରୁ ରେଭେନ୍ସା ହେଉଛି ସର୍ବ ପୁରାତନ ବିଶ୍ୱ ବିଦ୍ୟାଳୟ। ତେଣୁ ଏବେ କିଛିଦିନ ତଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ସାର ନାଁ ପରିବର୍ତ୍ତନ କରିବା ନେଇ ବିଷୟବସ୍ତୁ ଉଠାଇଥିଲେ। ଏବଂ...

ରେଭେନ୍ସା ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ନିୟମରେ ବଡ଼ ପରିବର୍ତନ ଆଣିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

ଭୁବନେଶ୍ୱର, ୩।୯: ଓଡ଼ିଶାର ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି। ରେଭେନ୍ସା ବିଶ୍ୱବିଦ୍ୟାଳୟକର୍ତ୍ତୃପକ୍ଷ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା 6 ଟା ପରେ ବିଶ୍ୱବିଦ୍ୟାଳୟ ପରିସରରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି; ବିଜେଡି ଏବଂ ଭାଜପା ମଧ୍ୟରେ ବାକଯୁଦ୍ଧ

ଭୁବନେଶ୍ୱର,୧ା୯: କଟକର ରେଭେନ୍ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତନ କରିବା ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ୍ତବ୍ୟ ଦେବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ସକ୍ରିୟ ହୋଇଛି। ବିରୋଧୀ ବିଜେଡି କେନ୍ଦ୍ର ମନ୍ତ୍ରୀଙ୍କ ବିବୃତ୍ତିକୁ ତୀବ୍ର ସମାଲୋଚନା କରିବା...

ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ...

ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା

ଭୁବନେଶ୍ୱର, ୨୫।୧୧: ରାଜ୍ୟର ପ୍ରଥମ ସରକାରୀ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଛି A++ ମାନ୍ୟତା। ନ୍ୟାସନାଲ ଆସ୍ସେସମେଣ୍ଟ ଆଣ୍ଡ ଆକ୍ରୀଡେସନ କାଉନ୍ସିଲ (ନାକ ଟିମ) ପରିଦର୍ଶନ ପରେ ରାଙ୍କ୍‌ରେ ଏହି ମାନ୍ୟତା ମିଳିଛି। ନଭେମ୍ବର ୨୦ ତାରିଖରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri