ଶଶି ଥରୁରଙ୍କୁ ଦାୟିତ୍ୱ ଦେଇ ବଡ଼ ଗେମ୍ ଖେଳିଦେଲେ ମୋଦି: ଏବେ ପାକିସ୍ତାନ ପାଇବ ପାନେ ନୂଆଦିଲ୍ଲୀ,୧୭।୫: ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଜାରି ରହିଛି। ଅପରେଶନ ସିନ୍ଦୂର ପରେ, ଭାରତର ଏକ ୭ ଜଣିଆ ପ୍ରତିନିଧିମଣ୍ଡଳ ଏହି ମାସ ଶେଷରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟମାନଙ୍କ ସମେତ ପ୍ରମୁଖ ଅଂଶୀଦାର ଦେଶଗୁଡ଼ିକୁ ଗସ୍ତ କରିବାର...