ବିସିସିଆଇ ଟାର୍ଗେଟରେ ସିନିୟର: ୨ ଖେଳାଳିଙ୍କୁ ଦେଇପାରେ ଅବସର ମୁମ୍ବାଇ,୩ା୧୧: ସିରିଜ୍ ହ୍ବାଇଟ୍ ଓ୍ବାଶ୍ ପରେ ବିସିସିଆଇର ନଜର କିଛି ସିନିୟର ଖେଳାଳିଙ୍କ ଉପରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ଶେଷ ହେବା ପରେ ସିନିୟର ଖେଳାଳି ଦଳରୁ ବାହାର ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ବିସିସିଆଇ ରାଡାରରେ ବିରାଟ କୋହଲି,…