LIVE ମ୍ୟାଚ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK) ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି ଯାଇଛି। ଯେଉଁ ଟିମ୍ ପାଇଁ ଜାଡେଜା ନିଜର ସର୍ବସ୍ବ ଦେଉଥିଲେ, ଚଳିତ ସିଜନରେ…