ଭାଜପାରେ ମିଶିଲେ ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା, କାଲି ଛାଡିଥିଲେ ବିଜେଡି ଭୁବନେଶ୍ବର,୧୧।୩: ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ ହୋଇଛନ୍ତି । ଶତାଧିକ ସମର୍ଥକଙ୍କୁ ନେଇ ପାର୍ଟି ଅଫିସ୍ ଆସି ପଦ୍ମ ଧରିଲେ…