ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…