ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ…. ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାନୁଆରି ୭ ତାରିଖରେ ପ୍ରେସ କ୍ଲବର ନୂତନ କମିଟି ଚୟନ ପରେ...