ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ...