Tag Archives: rayagada

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ ରାଜସ୍ବ ବଙ୍ଗଳାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍କଳ ଆଲୁମିନା ୟୁନିଟ ହେଡ଼ ରବି ନାରାୟଣ…

ବିଲକୁ ପାଣି ମଡାଇବାକୁ ଯାଇଥିଲେ ମାରିଲା ଘଡଘଡି

କଲ୍ୟାଣସିଂହପୁର ୨୦।୧୦(ଦୀପକ କୁମାର ପରଡ଼ା): ବଜ୍ରପାତରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣକ ହେଲେ ସାନତଡ୍ରା ଗାଁର କୃଷ୍ଣ ନାଚିକାଙ୍କ ପୁଅ ବଗି ନାଚିକା। ଗାଁଠାରୁ ପ୍ରାୟ ୬ଶହ ମିଟର ଦୂରରେ ଥିବା କେନ୍ଦୁଗୁଡା ଗାଁ ପାର୍ଶ୍ୱ…

ରାୟଗଡ଼ା-କୋରାପୁଟ ରେଳପଥରେ ବର୍ଷାରେ ଭାଙ୍ଗିଲା ଗଛ: ଟ୍ରେନ୍ ଚଳାଚଳ ବିଚ୍ଛିନ୍ନ

କଲ୍ୟାଣସିଂହପୁର,୨।୧୦(ଦୀପକ୍ କୁମାର ପରିଡ଼ା): ଜିଲାରେ ଲାଗିରହିଥିବା ଲଗାଣ ବର୍ଷାରୁ ରାୟଗଡ଼ା-କୋରାପୁଟ ରେଳପଥରେ ବିପତ୍ତି ସୃଷ୍ଟି ହୋଇଛି। ଭାଲୁମୁଷ୍କା ଓ ଲେଲିଗୁମ୍ମା ଷ୍ଟେସନ୍ ମଧ୍ୟରେ ଟ୍ରାକ୍ ଉପରେ ଦୁଇ ଫୁଟ ପାଣି ଚାଲୁଥିବା ବେଳେ ଗଛ ପଡ଼ିବାରୁ ଟ୍ରେନ୍ ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ…

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି ା ଏ ନେଇ ଗୁରୁବାର ଜିଲା ଓଏଏସ୍‌ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଡିଲ୍‌ ସମୟରେ ୨ ବାଘ ଛାଲ ଜବତ, ଜଣେ ଗିରଫ

ରାୟଗଡ଼ା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ବ୍ୟକ୍ତି ୨ ବାଘ ଛାଲକୁ ବିକ୍ରି କରିବା ପାଇଁ ରବିବାର ଡିଲ୍‌ କରୁଥିବାବେଳେ ବନ ବିଭାଗର ଭିଜିଲାନ୍ସ ହାତରେ ଧରାପଡ଼ିଛି। ବନ ବିଭାଗ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ସହ ୨ଟି ବାଘଛାଲ…

ଓଡ଼ିଶାରେ ୨ ରେଲ୍‌ ଫ୍ଲାଏଓଭର ପାଇଁ ରେଳ ମନ୍ତ୍ରଣାଳୟର ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ୱର,୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର…

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ରାୟଗଡ଼ା କଲେଜର ଓଡ଼ିଆ ବିଭାଗରେ କାର୍ଯ୍ୟରତ ଅଧ୍ୟାପକ ତେଲି ତୋଇକା ଉକ୍ତ…

ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ…

ଏକାଥରକେ ହୋଟେଲର ୧୮୦ ରୁମ୍‌ ବୁକ୍‌ କରିନେଲେ ଦମ୍ପତି, କାରଣ ଜାଣିଲେ…

ପୋଲାଣ୍ଡ,୨୩ା୩: ଲୋକେ ହୋଟେଲକୁ ଯାଇ ରାତ୍ରିଯାପନ ପାଇଁ ଗୋଟିଏ କି ଦୁଇଟି ରୁମ୍‌ ବୁକ୍‌ କରିଥାନ୍ତି। କିନ୍ତୁ ପୋଲାଣ୍ଡରେ ରହୁଥିବା ଏକ ଦମ୍ପତି ହୋଟେଲର ୧୮୦ଟି ରୁମ୍‌ ଏକାଥରକେ ବୁକ୍‌ କରିଛନ୍ତି। ଏହାର କାରଣ ଜାଣିଲେ ପ୍ରଶଂସା ମଧ୍ୟ କରିବେ। ରୁଷିଆ-ୟୁକ୍ରେନ…

ରାୟଗଡାରୁ ୫ କରୋନା ପଜିଟିଭ ଚି଼ହ୍ନଟ

ରାୟଗଡା ଅଫିସ୍‌,୧୫।୬: ରାୟଗଡ଼ା ଜିଲାରୁ ସୋମବାର ୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି। ଚି଼ହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣ କାଶୀପୁର ବ୍ଲକର ଡ଼ଙ୍ଗା ସିଲ ଗ୍ରାମ ପଞ୍ଚାୟତର ୪ ଜଣ ଅଛନ୍ତି। ସେମାନେ ସମସ୍ତେ ଜିଲାର ପ୍ରଥମ ପଜିଟିଭଙ୍କ…

ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର ଏଜେଣ୍ଟମାନେ ରାୟଗଡ଼ା ଶାଖା ବିଭାଗ ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି। ଏଥିରେ…

ଔଷଧ ଦୋକାନ ଉପରେ ଚଢ଼ାଉ

ରାୟଗଡ଼ା ଅଫିସ,୨୧।୧-ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସହରର ସମସ୍ତ ଔଷଧ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଡ୍ରଗ୍ସ ଇନ୍‌ସପେକ୍ଟର ପ୍ରିୟରଞ୍ଜନ ନାୟକଙ୍କ ନେତୃତ୍ୱରେ ଏବଂ ସ୍ଥାନୀୟ ପୋଲିସର ମିଳିତ ଉଦ୍ୟମରେ ଏହି ଚଢ଼ାଉ କରାଯାଇଥିଲା। ସହରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?