Tag Archives: rayagada

ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ଜୀବନଗଲା

ରାୟଗଡ଼ା ଅଫିସ, ୨୯।୧୨: ରାୟଗଡ଼ାର ଗଜପତି ଛକରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକରେ ଧକ୍କା ହୋଇ ବାଇକ ଚାଳକଙ୍କ ମୃତ ହୋଇଛି । ମୃତକ ଜଣକ ହେଲେ କୋଲନରାର ହାରକା ରାଜା। ନିଜ ବନ୍ଧୁଙ୍କ ସହ କୌଣସି କାମରେ ରାୟଗଡ଼ା…

୨ ସୁନା ଚେନ ଲୁଟେରା, ୨ ଗ୍ରାହକ ଗିରଫ

ରାୟଗଡ଼ା ଅଫିସ,୧୭।୧୨: ଗତ କିଛିଦିନ ହେଲା ରାୟଗଡ଼ାରେ ସୁନା ଚେନ ଲୁଟେରାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ା ଗତ ୧୭ରେ ରାୟଗଡ଼ା ବ୍ୟାଙ୍କ କଲୋନୀ ୨ୟ ଲାଇନରେ ରହୁଥିବା ମାଙ୍ଗାୟାମା (୭୦) ନିଜ ଘର ବାହାରେ ପ୍ରାତଃ ଭ୍ରମଣ କରୁଥିବାବେଳେ ବାଇକରେ…

ଛେଳିଆ ମାଝି ହତ୍ୟାକାଣ୍ଡ ଘଟଣା: ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍‌ ସୋମଶେଖର ଜେନା ସୋମବାର ମାମଲାର ବିଚାର କରି ଏହି ରାୟ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ,…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ ବାହାରୁଥିବା…

ବ୍ରିଜ୍‌ ତଳକୁ ଖସିପଡିଲା ଇନୋଭା, ଜଣଙ୍କ ଜୀବନ ଗଲା

ରାୟଗଡା ଅଫିସ, ୫।୧୨: ରାୟଗଡା ଜିଲା ରାଫକଣା ବ୍ରିଜ ଉପରେ ଇନୋଭା କାର ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ଜଣେ ଯୁବତୀଙ୍କ ମୃତ୍ୟୁ ହେବାସହ ୨ଜଣ ଆହତ ହୋଇଛନ୍ତି l ମୃତକ ଜଣଙ୍କ ହେଲେ ଭି. ସୂର୍ଯ୍ୟା(୧୯)। ଯୁବତୀ ଜଣକ…

ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ ପଦ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି ା ଆହତମାନେ ହେଲେ ଶିବାନୀ ରଇତ, ବିନୋତୀ ଗମାଙ୍ଗ,…

ଜୁନାଗଡ଼- ଭୁବନେଶର ଏକ୍ସପ୍ରେସ ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ:ଅନଶନରେ ବସିଲେ ଯୁବ ବିକାଶ ପରିଷଦ ସଦସ୍ୟ

ରାୟଗଡ଼ା ଅଫିସ ,୨୯।୯- ଜୁନାଗଡ଼-ଭୁବନେଶ୍ୱର ଏକ୍ସପ୍ରେସର ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ କରାଯାଇଛି ା ଏହାର ପ୍ରତିବାଦରେ ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ରାୟଗଡ଼ା ଷ୍ଟେଶନ ପରିସରରେ ରବିବାର ୧୨ ଘଣ୍ଟିଆ ଅନଶନ କରାଯାଇଛି ା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ…

ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଗିର୍ଲିଗୁମ୍ମା ପଞ୍ଚାୟତ ତାଳଗୁଡ଼ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ରବିବାର…

ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ ଅଘଟଣର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶ୍ୱାସରୁଦ୍ଧ ହୋଇ ଜଣକର ମୃତ୍ୟୁ ହୋଇଥିବା ବେଳେ…

କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର

ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ ଥିବା ଏହି ପାହାଡ଼ ଓ ଆଖପାଖରେ ସୁସ୍ଥ ବାତାବରଣ ପାଇଁ ଏହି ଅଭିଯାନ ଲକ୍ଷ୍ମୀପୁର…

ଲଗାଣ ବର୍ଷା ଯୋଗୁ ବାହ୍ୟଜଗତରୁ ୨ ପଞ୍ଚାୟତ ବିଚ୍ଛିନ୍ନ

ମାଲକାନଗିରି,୨୩ା୬ (ସ୍ବ.ପ୍ର.)- ମାଲକାନଗିରି ଜିଲାରେ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ମାଥିଲି ବ୍ଲକର ୨ଟି ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଥିବା ଜଣାପଡିଛି। ବର୍ଷା ଯୋଗୁ ମହୁପଦର ନିକଟରେ ଥିବା ଡାଇଭର୍ସନ ରୋଡ ଧୋଇ ହୋଇଯିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri