Tag Archives: Raygada

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…

ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା…

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ କେହି ନଥିବା ବେଳେ ଫ୍ୟାନ୍‌ରେ ଗାମୁଛା ବାନ୍ଧି ଝୁଲି ପଡିଛନ୍ତି। ଯୁବକ ଜଣକ…

ମାମୁ ଘରକୁ ଆସି ଜଳ ପ୍ରପାତରେ ବୁଡି ଯୁବକ ମୃତ: ୬ ଘଣ୍ଟା ଖୋଜାଖୋଜି ପରେ ମୃତ ଦେହ ଉଦ୍ଧାର

ବିଷମ କଟକ ୬।୭(ପ୍ରସନ୍ନ କୁମାର ପଣ୍ଡା): ଜଳ ପ୍ରପାତରେ ଅଘଟଣ । ପାଣିରେ ବୁଡି ଜଣେ ଯୁବକ ମୃତ। ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ନିୟମଗିରିର ଉପର ଗଦଗଦା ଜଳ ପ୍ରାପାତରେ।…

ଅଳିଆ ଗଦାରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, ପୋଲିସ ହାତରେ ଲାଗିଲା ମେଡିକାଲ ରସିଦ

ରାୟଗଡ଼ା,୧୮।୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହର ନୂତନ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ର ଅଳିଆ ଗଦାରୁ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ସହିତ ଏକ ସରକାରୀ ଚିକିତ୍ସାଳୟର ରସିଦ ମଧ୍ୟ…

କପାମଣ୍ଡିରେ ଅବ୍ୟବସ୍ଥା: ୨୧ ଦିନରେ ୪ଚାଷୀଙ୍କଠୁ କିଣାଯାଇଛି କପା

ରାୟଗଡ଼ା,୨୮।୧୨(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ାରେ ଚାଷୀଙ୍କ ଦ୍ୱାରା ଉତ୍ପାଦିତ କପାର ରାଜ୍ୟ ତଥା ବାହାରେ ଅନେକ ଚାହିଦା ରହିଛି l ଜିଲାରେ ଉତ୍ପାଦିତ କପାର ଅଭାବୀ ବିକ୍ରି ରୋକିବା ଏବଂ ଚାଷୀ ଯେପରି ଦଲାଲଙ୍କ ଶିକାର ନ ହେବେ ସେଥିପାଇଁ ସରକାର ନିୟନ୍ତ୍ରିତ…

ଆଜି ଭାଜପାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ ଡାକରା

ରାୟଗଡ଼ା,୨୮।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁରରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିବା ଯୁବତୀଙ୍କ ମୃତଦେହ ଘଟଣାକୁ ନେଇ ପୋଲିସ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ଭାଜପା ଜିଲା ମହିଳା ମୋର୍ଚ୍ଚା । ଏ ନେଇ ଏକ ଖବରଦାତା ସମ୍ମିଳନୀରେ…

ପାଇପ୍‌ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍‌

ରାୟଗଡ଼ା,୯ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଖୁରିଗାଁ ପେଟ୍ରୋଲ ପମ୍ପ ନିକଟ ମେଗା ଜଳ ପ୍ରକଳ୍ପରେ ଶନିବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାଣି ପାଇପ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ…

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା ରହିଥିବା ବେଳେ ସନ୍ଧ୍ୟାରୁ ଆରମ୍ଭ ହୋଇଯାଇଥିଲା ବର୍ଷା । ଅମଳ ସମୟରେ ଏଭଳି ଅଦିନିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri