ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ପରିବାର ଏହି ଖବରକୁ ନିଶ୍ଚିତ କରିଛନ୍ତି। ତାଙ୍କ ପୁଅ ଗୌତମ ସିଂଘାନିଆ –…