କ୍ରମାଗତ ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ ମୁମ୍ବାଇ,୭।୬: ପୁଣିଥରେ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛନ୍ତି । ଶୁକ୍ରବାର ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା ପରେ ରେପୋ ରେଟ୍ ପୂର୍ବ ଭଳି ୬ ଦଶମିକ ୫ ପ୍ରତିଶତ ରଖାଯାଇଛି । କ୍ରମାଗତ ଭାବେ ଅଷ୍ଟମଥର ଲାଗି ରିଜର୍ଭ...