Tag Archives: RBI

RBIର ବଡ଼ ଉପହାର: ଏଣିକି ଘର-କାର ଲୋନ୍‌ ହେବ ଶସ୍ତା

ନୂଆଦିଲ୍ଲୀ,୬।୬: ଋଣ ନେଉଥିବା କିମ୍ବା ଋଣ ଉପରେ EMI ଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍‌ ହ୍ରାସ କରିଛି। ଜୁନ ୪ ତାରିଖରେ ଆରମ୍ଭ ହୋଇଥିବା…

ରେପୋ ରେଟ୍‌ ୫୦ ବେସିସ ପଏଣ୍ଟ ହ୍ରାସ କଲା RBI, ଅର୍ଥନୀତିକୁ ଉତ୍ସାହିତ କରିବାକୁ ପଦକ୍ଷେପ

ମୁମ୍ବାଇ,୬ା୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ରେଟ୍‌କୁ ୫୦ ବେସିସ ପଏଣ୍ଟ ହ୍ରାସ କରିଛି। ଏହି ନିଷ୍ପତ୍ତି ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱି-ମାସିକ ମୁଦ୍ରା ନୀତି କମିଟି (ଏମପିସି) ବୈଠକରେ ସର୍ବସମ୍ମତି କ୍ରମେ ନିଆଯାଇଛି। ଏହି…

ଫ୍ଲିପକାର୍ଟକୁ ମିଳିଲା RBI ମଞ୍ଜୁରୀ: ଗ୍ରାହକଙ୍କୁ ସିଧାସଳଖ ପ୍ରଦାନ କରିପାରିବ ଋଣ

ମୁମ୍ବାଇ,୫।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଓ୍ଵାଲମାର୍ଟ ମାଲିକାନାରେ ଥିବା ଇ-କମର୍ସ ଦିଗ୍ଗଜ ଫ୍ଲିପକାର୍ଟକୁ ଏକ ନନ୍-ବ୍ୟାଙ୍କିଙ୍ଗ ଫାଇନାନ୍ସିଆଲ କମ୍ପାନୀ (NBFC) ଲାଇସେନ୍ସ ପ୍ରଦାନ କରିଛି, ଯାହା ଏହାକୁ ଗ୍ରାହକ ଏବଂ ବିକ୍ରେତାମାନଙ୍କୁ ସିଧାସଳଖ ଋଣ ପ୍ରଦାନ କରିବାରେ ସକ୍ଷମ କରିବ।…

୫୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ ଅପ୍‌ଡେଟ୍‌: ସରକାର ଜାରି କଲେ ଏହି…

ନୂଆଦିଲ୍ଲୀ,୪ା୬: ଗୋଟିଏ ସପ୍ତାହ ଧରି ଗଣମାଧ୍ୟମରେ ୫୦୦ ଟଙ୍କିଆ ନୋଟ ବନ୍ଦ ହେବାର ଖବର ପ୍ରସାରିତ ହେଉଛି। କୁହାଯାଉଥିଲା ଯେ, ଆଗାମୀ ଦିନରେ ସରକାର ଏହାକୁ ବନ୍ଦ କରିପାରନ୍ତି। ଏହା ପଛରେ କାରଣ ଦର୍ଶାଯାଇଛି ଯେ, RBI ନିର୍ଦ୍ଦେଶାବଳୀ, ଯେଉଁଥିରେ ସମସ୍ତ…

RBI ରିପୋର୍ଟ: ୨୦୦, ୫୦୦ ନକଲି ନୋଟ ବୃଦ୍ଧି, ଅସଲି ନୋଟ ଚିହ୍ନିବା ପାଇଁ ଜାଣନ୍ତୁ ଏହି ୧୭ଟି କଥା

ମୁମ୍ବାଇ,୩୦।୫: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI) ର ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ₹୨୦୦ ଏବଂ ₹୫୦୦ ମୂଲ୍ୟର ନକଲି ନୋଟ (ଫେକ ଇଣ୍ଡିଆନ କରେନ୍ସି ନୋଟ୍ସ – FICNs) ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ₹୫୦୦…

ଆର୍ଥିକ ବର୍ଷ ୨୫ରେ ବ୍ୟାଙ୍କ ଠକେଇ ତିନି ଗୁଣା ବୃଦ୍ଧି ପାଇ ୩୬,୦୧୪ କୋଟି ଟଙ୍କା: RBI

ମୁମ୍ବାଇ,୨୯।୫: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ବାର୍ଷିକ ରିପୋର୍ଟରେ ଜଣାଇଛି ଯେ, ୨୦୨୪-୨୫ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇର ପରିମାଣ ୧୯୪% ବୃଦ୍ଧି ପାଇ ପ୍ରାୟ ତିନି ଗୁଣ ହୋଇ ୩୬,୦୧୪ କୋଟି ଟଙ୍କାକୁ ପହଞ୍ଚିଛି। ଗତ ଆର୍ଥିକ ବର୍ଷ…

2000 Rupees Update: ଦୁଇ ହଜାର ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଅପ୍‌ଡେଟ୍‌, ଏବେ ବି କରିପାରିବେ ଏହି କାମ

ନୂଆଦିଲ୍ଲୀ,୨।୫: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାର ଦୁଇ ବର୍ଷ ପରେ ମଧ୍ୟ ୬,୨୬୬ କୋଟି ଟଙ୍କାର ନୋଟ ହସ୍ତଗତ କରିପାରି ନାହିଁ। ଏହି ସୂଚନା RBI ତଥ୍ୟରୁ ପ୍ରାପ୍ତ ହୋଇଛି। ୨୦୦୦ ଟଙ୍କାର ନୋଟ…

ଲଗାତର ଦ୍ୱିତୀୟଥର ପାଇଁ ରେପୋ ରେଟ୍‌ କମାଇଲା RBI: EMI ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୯।୪: କମିଲା ରେପୋ ରେଟ। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌କୁ ୨୫ ବେସିସ ପଏଣ୍ଟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ରେପୋ ରେଟ୍‌ ୬.୦%କୁ ହ୍ରାସ ପାଇଛି। RBIର ଏହି ପଦକ୍ଷେପର ସିଧାସଳଖ ପ୍ରଭାବ ବ୍ୟାଙ୍କର ଋଣ,…

କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି ଗଭର୍ନର ଭାବେ ନିଯୁକ୍ତି ହୋଇଛନ୍ତି। ତାଙ୍କୁ ତିନି ବର୍ଷ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ…

ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI

ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା ଯୋଗୁ HDFC ବ୍ୟାଙ୍କ ଏବଂ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ଉପରେ ଜରିମାନା ଲଗାଯାଇଛି।…

ଏହି ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା RBI, ଆଉ ଟଙ୍କା ଉଠାଇପାରିବେନି ଆକାଉଣ୍ଟଧାରୀ, ଏଥିରେ ଆପଣଙ୍କ ବ୍ୟାଙ୍କ ନାହିିଁ ତ?

ମୁମ୍ବାଇ,୧୪।୨: ବେଳେବେଳେ ଭାରତରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଏପରି ଘଟଣା ଘଟେ ଯାହା ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଯାଏ। ଯେତେବେଳେ ଏକ ବ୍ୟାଙ୍କ ହଠାତ୍‌ ବନ୍ଦ ହୋଇଯାଏ, ଗ୍ରାହକମାନେ ଭୟଭୀତ ହୋଇଯାଆନ୍ତି। ମୁମ୍ବାଇସ୍ଥିତ ନ୍ୟୁ ଇଣ୍ଡିଆ କୋ-ଅପରେଟିଭ ବ୍ୟାଙ୍କର ଗ୍ରାହକମାନଙ୍କ…

ମୁଦ୍ରା ନୀତିରେ RBIର ବଡ଼ ଘୋଷଣା, ୫ ବର୍ଷ ପରେ ରେପୋ ହାର ହ୍ରାସ

ମୁମ୍ବାଇ,୭ା୨: ଅର୍ଥନୀତିକୁ ସୁଧାରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି୬.୫ ପ୍ରତିଶତରୁ ୬.୨୫ ପ୍ରତିଶତ କରିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଶୁକ୍ରବାର ସକାଳେ ଘୋଷଣା କରିଛନ୍ତି ଯେ ମୁଦ୍ରା ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?