ମହଙ୍ଗା ହେବ ବ୍ୟକ୍ତିଗତ ଋଣ: ଏନ୍ବିଏଫ୍ସି ପାଇଁ ଆର୍ବିଆଇର ନୂଆ ନିୟମ
ମୁମ୍ବାାଇ,୧୬ା୧୧: ଦେଶରେ ଅନ୍ସିକ୍ୟୁରଡ୍ ଲୋନ୍ (ବିନା ସମ୍ପତ୍ତି ବନ୍ଧକରେ ନିଆଯାଉଥିବା ଋଣ) ପରିମାଣ ବଢ଼ିବାରେ ଲାଗିଛି। ଏଥିଯୋଗୁ ଗତବର୍ଷ ବ୍ୟାଙ୍କଗୁଡ଼ିକର ଋଣ ପରିମାଣ ୧୫ ପ୍ରତିଶତ ବଢ଼ିଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ବ୍ୟାଙ୍କ ଏବଂ ଅଣବ୍ୟାଙ୍କିଙ୍ଗ…
ଆକାଉଣ୍ଟରେ ଟଙ୍କା ନ ଥିଲେ ବି କରିପାରିବେ ୟୁପିଆଇ ପେମେଣ୍ଟ: ଜାଣନ୍ତୁ କେମିତି
ସମୟ ବଦଳିବା ସହିତ ଭାରତରେ ଡିଜିଟାଲ ପେମେଣ୍ଟର ଧାରା ବହୁତ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଯଦି ଆପଣ ୟୁପିଆଇ ମାଧ୍ୟମରେ ପେମେଣ୍ଟ କରନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ। ଏଣିକି ଆକାଉଣ୍ଟରେ ଟଙ୍କା ନ ଥିଲେ ବି…
ଆରବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ: ଏହି ଦୁଇ ବ୍ୟାଙ୍କ ଉପରେ ଲଗାଇଲା ଜୋରିମାନା, ଜାଣନ୍ତୁ ସାଧାରଣ ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ
ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମଙ୍ଗଳବାର ଘରୋଇ କ୍ଷେତ୍ରର ଦୁଇ ପ୍ରମୁଖ ଆଇସିଆଇସିଆଇ ବ୍ୟାଙ୍କ ଏବଂ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ ମୋଟା ଅଙ୍କର ଜୋରିମାନା ଲଗାଇଛନ୍ତି। ଆରବିଆଇ ଉଭୟ ବ୍ୟାଙ୍କ ଉପରେ ଯଥାକ୍ରମେ ୧୨.୧୯ କୋଟି ଟଙ୍କା ଏବଂ…
ବୈଶ୍ବିକ ସମସ୍ୟା, ଅଶୋଧିତ ତୈଳ ଦାମ୍ ବୃଦ୍ଧିର ପ୍ରଭାବ, ରେକର୍ଡ ନିମ୍ନ ସ୍ତରକୁ ଖସିଲା ଟଙ୍କା
ନୂଆଦିଲ୍ଲୀ, ୧୬।୧୦:(୧୦) ଭାରତୀୟ ଟଙ୍କାର ମୂଲ୍ୟ ସୋମବାର ଐତିହାସିକ ନିମ୍ନ ସ୍ତରକୁ ହ୍ରାସ ପାଇଛି। ବିଶ୍ୱ ବଜାରରେ ଅଶୋଧିତ ତେଲର ଦର ବୃଦ୍ଧି ପାଇ ବ୍ୟାରେଲ ପିଛା ୯୦ ଡଲାର ପାର କରିବା ଏବଂ ଡଲାର ତୁଳନାରେ ଅନ୍ୟ ଏସୀୟ ମୁଦ୍ରାର…
ସ୍ପଷ୍ଟ କଲା ଆର୍ବିଆଇ ୫ ଦିନିଆ ହେବନି ବ୍ୟାଙ୍କ କାର୍ଯ୍ୟଦିବସ
ମୁମ୍ବାଇ,୨୧ା୪: ବାଣିଜି୍ୟକ ବ୍ୟାଙ୍କଗୁଡ଼ିକର କାର୍ଯ୍ୟ ଦିବସ ୫ ଦିନିଆ ହେବ ନାହିଁ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଶନିବାର ସ୍ପଷ୍ଟ କରିଛି। ମିଡିଆରେ ପ୍ରକାଶ ପାଇଥିବା ରିପୋର୍ଟକୁ ଖଣ୍ଡନ କରି ଆର୍ବିଆଇ କହିଛି ଯେ, ଏ ସଂକ୍ରାନ୍ତରେ କୌଣସି ନିର୍ଦ୍ଦେଶ ଜାରି…
ଶକ୍ତିକାନ୍ତଙ୍କ ସ୍ବାକ୍ଷରରେ ଜାରି ହେବ ନୂଆ ୫୦ ଟଙ୍କିଆ ନୋଟ୍
ମୁମ୍ବାଇ,୧୭-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଖୁବଶୀଘ୍ର ନୂଆ ୫୦ ଟଙ୍କିଆ ନୋଟ୍ ଜାରି କରିବାକୁ ଯାଉଛି। ମହାତ୍ମା ଗାନ୍ଧୀ ସିରିଜରେ ଜାରି ହେବାକୁ ଥିବା ନୂଆ ନୋଟ୍ରେ ଆର୍ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷର ରହିବ। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏ…
Archives


