IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା ପାଇଁ ଶେଷ ଓଭରରେ ୯ରନ ଆବଶ୍ୟକ ଥିଲା, କିନ୍ତୁ ଆଭେଶ ଖାନଙ୍କ ଏହି...