IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍ସିବି)। ଗୁଜରାଟ ଟାଇଟନ୍ସ(ଜିଟି)କୁ ହରାଇ ଆର୍ସିବି ଟାଇଟଲ ହାସଲ କରିଛି। ଏହି ବିଜୟ ସହ…