Tag Archives: rcb

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର ବିକ୍ରୟ ଖବର ପ୍ରକାଶ ପାଇଥିଲା; ଆଦିତ୍ୟ ବିର୍ଲା ଗ୍ରୁପ, ଟାଇମ୍ସ ଅଫ ଇଣ୍ଡିଆ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ ହୋଇପାରିଛି। ଏହାପୂର୍ବରୁ ୧୭ ବର୍ଷ ଧରି RCB ଗୋଟିଏ ବି ଥର ଚାମ୍ପିୟନ…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର ବୋଲିଂ ପ୍ରଦର୍ଶନ ବଳରେ RCB ଗୁଜରାଟ ଟାଇଟାନ୍ସକୁ ମୋଟ 155 ରନରେ ସୀମିତ…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା ପ୍ରତ୍ୟେକ ଦର୍ଶକ ଅପେକ୍ଷାରେ ନିଶ୍ୱାସ ମାରିଥିଲେ। ଗୁଜରାଟ ଟାଇଟାନ୍ସ ଦ୍ୱାରା ଧାର୍ଯ୍ୟ ୧୫୬…

IPL 2026 Prize Money: RCB ଉପରେ ହେଲା ଟଙ୍କା ବର୍ଷା, ଛାଇ ଗଲେ କୋହଲି-ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ପାଞ୍ଚ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟାଇଟଲ ହାସଲ କରିଛି। ଗତ ସିଜନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ପ୍ରଥମ ଥର ପାଇଁ…

IPL Record: ପରାଜୟ ପରେ ବି ଇତିହାସ ରଚିଲା RCB, ଭାଙ୍ଗିଲା CSKର ବଡ଼ ରେକର୍ଡ

ନୂଆଦିଲ୍ଲୀ,୮।୫: ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ହାତରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯ ରନରେ ପରାଜୟ ବରଣ କରିଥିଲା। ଏହି ବର୍ଷା ପ୍ରଭାବିତ ପ୍ରତିଯୋଗିତାରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରି 19 ଓଭରରେ ମୋଟ 209 ରନ…

ଆରସିବିକୁ ବଡ଼ ଝଟ୍‌କା: ସ୍ୱଦେଶ ଫେରିଲେ ଫିଲ୍‌ ସଲ୍ଟ

ନୂଆଦିଲ୍ଲୀ,୪ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓପନର ଇଂଲଣ୍ଡର ଫିଲ୍‌ ସଲ୍ଟ ସ୍ୱଦେଶ ଫେରିଛନ୍ତି। ଗତ ମାସରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ତାଙ୍କର କ୍ଷତର ଗଭୀରତା ଜାଣିବା ପାଇଁ ତାଙ୍କର ସ୍କାନ କରାଯିବ। ଆଘାତପ୍ରାପ୍ତ ଥିବାରୁ ସେ ଆର୍‌ସିବିର ଗତ…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି ପାଇଁ ଏକ ବଡ଼ ଝଟକା ଲାଗିଛି। ଦଳର ବିସ୍ଫୋରକ ଓପନର୍‌ ଫିଲ ସଲ୍ଟ…

RCB ପ୍ଲେୟାରଙ୍କୁ ନେବ CSK! IPLରେ ଜଣେ ଖେଳାଳିଙ୍କୁ ଋଣରେ ନେବାରେ କ’ଣ ରହିଛି ନିୟମ ଜାଣନ୍ତୁ

ନୂଆଦିଲ୍ଲୀ,୨୩।୪: IPL 2026 ରେ ଖେଳାଳିଙ୍କ ଆଘାତର ଧାରା ଅବିରତ ଜାରି ରହିଛି। ଏହା ମଧ୍ୟରେ, ଚେନ୍ନାଇ ସୁପର କିଙ୍ଗସ ନିଜକୁ ଏକ ବଡ଼ ସଙ୍କଟରେ ପକାଇଛି। ଦଳର ପ୍ରାରମ୍ଭିକ ବ୍ୟାଟସମ୍ୟାନ ଆୟୁଷ ମହାତ୍ରେଙ୍କୁ ଆଘାତ ଯୋଗୁ ସମ୍ପୂର୍ଣ୍ଣ ସିଜନରୁ ବାହାର…

IPL 2026 : ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିବା ପରେ RCB ପଏଣ୍ଟ ଟେବୁଲରେ କେଉଁ ସ୍ଥାନରେ ପହଞ୍ଚିଲା? ଜାଣନ୍ତୁ କିଏ ଅଛି ଶୀର୍ଷରେ

ନୂଆଦିଲ୍ଲୀ,୧୪।୪: IPL 2026 ର ୨୦ ତମ ମ୍ୟାଚରେ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୮ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି, RCB MI ପାଇଁ ୨୪୧ ରନର ଟାର୍ଗେଟ ଦେଇଥିଲା। ତଥାପି, RCB ବୋଲରଙ୍କ ସାମ୍ନା…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ ଶୋକର ଛାୟା ଖେଳିଯାଇଥିଲା। IPL ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଆଶା…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ସର୍ବାଧିକ ୨୦୦ ରନ କିମ୍ବା ତା’ଠାରୁ ଅଧିକ ସ୍କୋର କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?