rcb

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

7 months ago

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

7 months ago

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

7 months ago

IPL 2026 ପାଇଁ ବିରାଟ କୋହଲିଙ୍କ ଆଗରେ ରଖିଲା ବଡ଼ ସର୍ତ୍ତ ରଖିଲା BCCI

ମୁମ୍ବାଇ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ର ପ୍ରଥମ ପର୍ଯ୍ୟାୟ ପାଇଁ BCCI କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ସିଜନର ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ରୟାଲ…

7 months ago

IPL ପୂର୍ବରୁ RCBକୁ ମିଳିଲା ବଡ଼ ଖୁସି ଖବର: ଏଥର…

ନୂଆଦିଲ୍ଲୀ,୧୩।୨: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ RCBକୁ ମିଳିଛି ଖୁସି ଖବର। କର୍ନାଟକ ସରକାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫ୍ରାଞ୍ଚାଇଜ୍‌ର ହୋମ ଗ୍ରାଉଣ୍ଡ ଏମ.…

8 months ago

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

9 months ago

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

9 months ago

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ ଯଶଙ୍କ…

10 months ago

RCB ପରେ ଏବେ ବିକ୍ରି ହେବାକୁ ଯାଇଛି ଆଉ ଏକ ଫ୍ରାଞ୍ଚାଇଜ, ଟିମ ମାଲିକଙ୍କ ଭାଇ କଲେ ବଡ଼ ଦାବି

ନୂଆଦିଲ୍ଲୀ,୨୮।୧୧: ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ପରବର୍ତ୍ତୀ ସିଜିନ ପାଇଁ ନିଲାମ ବହୁତ ଦୂରରେ ନାହିଁ। ମାତ୍ର କିଛି ଦିନ ମଧ୍ୟରେ ସମସ୍ତ ଫ୍ରାଞ୍ଚାଇଜ ସେମାନଙ୍କ ଦଳକୁ…

11 months ago

ଏହି ଦିନ କଥା ମନେପକାଇ ଇମୋଶନାଲ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୯: ଜୁନ ୩ରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(RCB) ୧୭ ବର୍ଷ ପରେ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ (IPL) ଟାଇଟଲ ଜିତିଥିଲା। ଏହା ପରେ,…

1 year ago

RCBର ବଡ଼ ଘୋଷଣା: ୩ ମାସ ପରେ ପ୍ରଶଂସକଙ୍କୁ ଦେଲା ଗୁଡ୍‌ନ୍ୟୁଜ୍‌

ନୂଆଦିଲ୍ଲୀ,୨୮।୮: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ୧୮ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିଛି। ରଜତ ପଟିଦାରଙ୍କ ଅଧିନାୟକତ୍ୱରେ ଦଳ ଫାଇନାଲରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ଟ୍ରଫି ଜିତିଥିଲା।…

1 year ago

ସିରାଜଙ୍କୁ ଟିମ୍‌ରୁ କାହିଁକି ରିଲିଜ କଲା RCB? ହେଲା ବଡ଼ ଖୁଲାସା 

ନୂଆଦିଲ୍ଲୀ,୨୩।୮: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୫ର ମେଗା ନିଲାମ ପୂର୍ବରୁ ଏହାର ଷ୍ଟାର ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ ରିଲିଜ କରିଛି।…

1 year ago