‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’ ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନ ପକ୍ଷରୁ ଅବସରପ୍ରାପ୍ତ ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କୁ ବିଦାୟ…